Advertisment

ଅଚ୍ୟୁତଙ୍କ କୁଶପୁତ୍ତଳିକା ଦାହ କଲା ଏବିଭିପି

କେନ୍ଦ୍ରାପଡା ସ୍ଵୟଂଶାସିତ ମହାବିଦ୍ୟାଳୟ ସମ୍ମୁଖରେ କିଟ୍ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ କୁଶପୁତ୍ତଳିକା ଦାହ କରିବା ସହ କିଟ୍ ବିରୁଦ୍ଧରେ ନାରାବାଜି କରିଛି ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ କେନ୍ଦ୍ରାପଡ଼ା ଶାଖା  l

author-image
Sujit kumar Swain

କେନ୍ଦ୍ରାପଡା ସ୍ଵୟଂଶାସିତ ମହାବିଦ୍ୟାଳୟ ସମ୍ମୁଖରେ କିଟ୍ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ କୁଶପୁତ୍ତଳିକା ଦାହ କରିବା ସହ କିଟ୍ ବିରୁଦ୍ଧରେ ନାରାବାଜି କରିଛି ଅଖିଳ ଭାରତୀୟ ବିଦ୍ୟାର୍ଥୀ ପରିଷଦ କେନ୍ଦ୍ରାପଡ଼ା ଶାଖା  l 

Advertisment
KIIT KIIT University
Advertisment
Advertisment