Advertisment

'ଧାମ' ପରେ ତେଜିଲା 'ପ୍ରସାଦ' ବିବାଦ

ପ୍ରଥମେ 'ଧାମ' ଏବେ, ପୁଣି 'ମହାପ୍ରସାଦ' ! ପୁରୀ ଶ୍ରୀମନ୍ଦିର, ଶ୍ରୀଜିଉ ଏବଂ ସାରା ବିଶ୍ବର କୋଟି କୋଟି ଜଗନ୍ନାଥପ୍ରେମୀଙ୍କ ଭକ୍ତି ଓ ଭାବାବେଗ ସହ ପୁଣି ଖେଳ ।

Advertisment

ଆସନ୍ତାବର୍ଷ ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବଡ଼ ପଲିଟିକାଲ ଷ୍ଟଣ୍ଟ୍। ଦୀଘା ଜଗନ୍ନାଥ ମନ୍ଦିରରେ ଖୁଆ ପୂଜା କରି ଏହାକୁ ମହାପ୍ରସାଦ ନାଁରେ ପୁରା ରାଜ୍ୟରେ ଘରେ ଘରେ ବାଣ୍ଟୁଛନ୍ତି ମମତା ସରକାର। କୁହାଯାଉଛି, ବିଜେପିର ହିନ୍ଦୁତ୍ବ କାର୍ଡକୁ କଡ଼ା ଟକ୍କର ଦେବା ଏବଂ ନିର୍ବାଚନ ପୂର୍ବରୁ ନିଜ ହିନ୍ଦୁ ବିରୋଧୀ ଭାବମୂର୍ତ୍ତି ବଦଳାଇବାକୁ ଏଭଳି ଯୋଜନାର ସାହାରା ନେଇଛନ୍ତି ମମତା। ଯାହାକୁ ରାଜନୈତିକ ଚାଲ୍ କହି କଡ଼ା ନିନ୍ଦା କରିଛି ପଶ୍ଚିମବଙ୍ଗ ବିଜେପି। ଏପଟେ ପ୍ୟାକେଟରେ ପେଡ଼ା ଓ ଗଜା ବାଣ୍ଟି ଏହାକୁ ମହାପ୍ରସାଦ ବୋଲି କହୁଥିବାରୁ ତାକୁ ନେଇ ବର୍ଷିଛନ୍ତି ଶ୍ରୀମନ୍ଦିର ସେବାୟତ।

Advertisment
West Bengal Mamata Banerjee Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ