Advertisment

ଆସନ୍ତାକାଲିଠାରୁ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଜନ ପ୍ରତିନିଧିମାନେ କେତେ ଜିଲ୍ଲା ଗସ୍ତ କରିଛନ୍ତି, ଆଉ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ ସଂପର୍କରେ ବି ପଚାରି ବୁଝିବେ । ତେଣୁ ନେତା ମନ୍ତ୍ରୀଙ୍କ ଏବେ ଛାତି ଧଡଧଡ଼ ।

Advertisment

ଆସନ୍ତାକାଲିଠାରୁ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପିଏମ୍ ମୋଦି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଦୁଇ ଘଣ୍ଟା ଧରି ରହିବେ । କରିବେ ମାରାଥନ୍ ସମୀକ୍ଷା । ସରକାର ଓ ସଂଗଠନକୁ ନେଇ ପଦାଧିକାରୀ, ସାଂସଦ ଓ ବିଧାୟକଙ୍କଠୁ ନେବେ ରିପୋର୍ଟ କାର୍ଡ । ଜନ ପ୍ରତିନିଧିମାନେ କେତେ ଜିଲ୍ଲା ଗସ୍ତ କରିଛନ୍ତି, ଆଉ ନିର୍ବାଚନୀ ପ୍ରତିଶ୍ରୁତି ପୂରଣ ସଂପର୍କରେ ବି ପଚାରି ବୁଝିବେ । ତେଣୁ ନେତା ମନ୍ତ୍ରୀଙ୍କ ଏବେ ଛାତି ଧଡଧଡ଼ ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ