Advertisment

ବିଜେବି କଲେଜ ଗଣ୍ଡଗୋଳ ଘଟଣାରେ ଜଣେ ଗିରଫ

ଭୁବନେଶ୍ୱର ବିଜେବି କଲେଜ ଗଣ୍ଡଗୋଳ ଘଟଣା। ଜଣେ ଅଣଛାତ୍ର ଜିତ୍ ପାଣିଗ୍ରାହୀଙ୍କୁ ଗିରଫ କରିଛି ବଡ଼ଗଡ଼ ଥାନା ପୋଲିସ୍। ଜିତ୍ କ୍ୟାମ୍ପସରେ ପଶି ଛାତ୍ରଛାତ୍ରୀମାନଙ୍କୁ ଧମକ ଚମକ ଦେବା ଅଭିଯୋଗରେ ଗିରଫ ହୋଇଛନ୍ତି। ଏନେଇ ବଡ଼ଗଡ଼ ଥାନାରେ ମାମଲା ରୁଜୁ ପରେ ଗିରଫ କରିଛି ପୋଲିସ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ