Bolangir Sugar Factory
ଯନ୍ତ୍ରାଂଶରେ ଲାଗି ଯାଇଛି ଜଙ୍କ । ଆଉ ଚାଲିବା ଅବସ୍ଥାରେ ନାହିଁ ମେସିନ । ୧୦ ବର୍ଷ ଧରି ବନ୍ଦ ପଡ଼ିଛି ବଲାଙ୍ଗିର ବିଜୟାନନ୍ଦ ଚିନିକଳ । ଦିନେ ବଲାଙ୍ଗିର, ନୂଆପଡ଼ା ଓ ସୋନପୁରର ୮ରୁ ୯ ହଜାର ଚାଷୀଙ୍କ ଆର୍ଥିକ ମେରୁଦଣ୍ଡ ପାଲଟିଥିବା ଚିନିକଳର ଏବେ ଭାଙ୍ଗିଯାଇଛି ମେରୁଦଣ୍ଡ ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)