Advertisment

୧୦ ବର୍ଷ ଧରି ବନ୍ଦ ପଡ଼ିଛି ବଲାଙ୍ଗିର ଚିନିକଳ

ଯନ୍ତ୍ରାଂଶରେ ଲାଗି ଯାଇଛି ଜଙ୍କ । ଆଉ ଚାଲିବା ଅବସ୍ଥାରେ ନାହିଁ ମେସିନ । ୧୦ ବର୍ଷ ଧରି ବନ୍ଦ ପଡ଼ିଛି ବଲାଙ୍ଗିର ବିଜୟାନନ୍ଦ ଚିନିକଳ । ଦିନେ ବଲାଙ୍ଗିର, ନୂଆପଡ଼ା ଓ ସୋନପୁରର ୮ରୁ ୯ ହଜାର ଚାଷୀଙ୍କ ଆର୍ଥିକ ମେରୁଦଣ୍ଡ ପାଲଟିଥିବା ଚିନିକଳର ଏବେ ଭାଙ୍ଗିଯାଇଛି ମେରୁଦଣ୍ଡ ।

Farmers
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ