ନାଁ ତାଙ୍କର କନକଲତା । ଦିନେ ଘରର ସବୁ ପାଇଟି କରୁଥିଲେ...ସୁନା ଭଳି ଗରିବ କୁଡ଼ିଆର ସାଜିଥିଲେ ଆଶାର ଆଲୋକ । ହେଲେ ଆଜି ନିଜେ ଉଠିବାକୁ ବି ଅକ୍ଷମ । ସ୍ୱାମୀଙ୍କ ସହାୟତା ବିନା ନା ସେ ଉଠିପାରୁଛନ୍ତି ନା ଖାଇପାରୁଛନ୍ତି । ଆଉ ସ୍ୱାମୀ ବିଚରା ଅସହାୟ....