Advertisment

କୀଟନାଶକ ବଢ଼ାଉଛି କ୍ୟାନସର୍

#କୀଟନାଶକ_ବଢ଼ାଉଛି_କ୍ୟାନସର୍ ଅଧିକ କୀଟନାଶକ ବ୍ୟବହାର ଯୋଗୁଁ ବଢୁଛି କ୍ୟାନସର୍। ବିଧାନସଭାରେ ଏନେଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଜୈବିକ ଚାଷ କ୍ଷେତ୍ରଫଳ ବୃଦ୍ଧି ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ଆଇନ ମନ୍ତ୍ରୀ ସୂଚନା ଦେଇଛନ୍ତି।

author-image
Saroj Kumar Jena
ଅଦ୍ୟତନ ହୋଇଛି

#କୀଟନାଶକ_ବଢ଼ାଉଛି_କ୍ୟାନସର୍
ଅଧିକ କୀଟନାଶକ ବ୍ୟବହାର ଯୋଗୁଁ ବଢୁଛି କ୍ୟାନସର୍। ବିଧାନସଭାରେ ଏନେଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଜୈବିକ ଚାଷ କ୍ଷେତ୍ରଫଳ ବୃଦ୍ଧି ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ଆଇନ ମନ୍ତ୍ରୀ ସୂଚନା ଦେଇଛନ୍ତି। 

Advertisment
Cancer Pesticide
Advertisment
Advertisment