ଅଦ୍ୟତନ ହୋଇଛି
cancer
Advertisment
#କୀଟନାଶକ_ବଢ଼ାଉଛି_କ୍ୟାନସର୍
ଅଧିକ କୀଟନାଶକ ବ୍ୟବହାର ଯୋଗୁଁ ବଢୁଛି କ୍ୟାନସର୍। ବିଧାନସଭାରେ ଏନେଇ ସୂଚନା ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଜୈବିକ ଚାଷ କ୍ଷେତ୍ରଫଳ ବୃଦ୍ଧି ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ଆଇନ ମନ୍ତ୍ରୀ ସୂଚନା ଦେଇଛନ୍ତି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us