Advertisment

SI Exam Scam: SI ପରୀକ୍ଷା ସ୍କାମ୍: ପ୍ରାଥମିକ ଚାର୍ଜସିଟ୍ ଦାଖଲ କଲା CBI

SI ପରୀକ୍ଷା ସ୍କାମ୍ ଘଟଣାରେ ପ୍ରାଥମିକ ଚାର୍ଜସିଟ୍ ଦାଖଲ କଲା CBI । ୧୬ ଜଣଙ୍କ ବିରୋଧରେ ତଥ୍ୟ ପ୍ରମାଣ ସହ ଚାର୍ଜସିଟ୍ ଦାଖଲ କଲା ସିବିଆଇ । ୯ ଜଣଙ୍କୁ କ୍ରାଇମବ୍ରାଞ୍ଚ ଗିରଫ କରିଥିଲା ।

author-image
Sujit kumar Swain
SI Exam Scam

SI Exam Scam Photograph: (OTV)

SI ପରୀକ୍ଷା ସ୍କାମ୍ ଘଟଣାରେ ପ୍ରାଥମିକ ଚାର୍ଜସିଟ୍ ଦାଖଲ କଲା CBI । ୧୬ ଜଣଙ୍କ ବିରୋଧରେ ତଥ୍ୟ ପ୍ରମାଣ ସହ ଚାର୍ଜସିଟ୍ ଦାଖଲ କଲା ସିବିଆଇ । ଶଙ୍କର ପୃଷ୍ଟି, ମୁନା ମହାନ୍ତି, ସୁରେଶ ନାୟକ, ସୌମ୍ୟା ପ୍ରିୟଦର୍ଶିନୀ ସାମଲ, ରିଙ୍କୁ ମହାରଣା, ବିରଞ୍ଚି ନାୟକ, ନୀତିଶ କୁମାର ସମେତ ୧୬ଜଣଙ୍କ ନାଁ ଚାର୍ଜସିଟ୍ ଦାଖଲା କଲା ସିବିଆଇ । ୧୬ ଅଭିଯୁକ୍ତଙ୍କ ମଧ୍ୟରୁ ୯ ଜଣଙ୍କୁ କ୍ରାଇମବ୍ରାଞ୍ଚ ଗିରଫ କରିଥିଲା । ୭ ଅଭିଯୁକ୍ତଙ୍କୁ CBI ଗିରଫ କରି କୋର୍ଟ ଚାଲାଣ କରିଥିଲା । ତଦନ୍ତ ଚାଲିଛି, ଆହୁରି ଏକାଧିକ ବ୍ୟକ୍ତିଙ୍କ ସମ୍ପୃକ୍ତି ଥିବା ନେଇ ଦର୍ଶାଇଛି CBI ।

Advertisment

ଭିଡିଓ ଦେଖନ୍ତୁ:

Odisha News Odisha CBI Exam
Advertisment
Related Articles
Advertisment