Advertisment

ଦୁଇ ଥର CBSE ବୋର୍ଡ ପରୀକ୍ଷା

ସିବିଏସଇ ବର୍ଷକୁ ଦୁଇଥର ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା କରିବ। ପ୍ରଥମ ପର୍ଯ୍ୟାୟ ଫେବୃଆରୀରେ ଏବଂ ଦ୍ୱିତୀୟ ପର୍ଯ୍ୟାୟ ମେ\' ମାସରେ ଅନୁଷ୍ଠିତ ହେବ।

Advertisment

ସିବିଏସଇ ପକ୍ଷରୁ ଆସନ୍ତା ବର୍ଷ ୨୦୨୬ରୁ ବର୍ଷକୁୁ ୨ ଥର ଦଶମ ବୋର୍ଡ ପରୀକ୍ଷା ଆୟୋଜନ ହେବ। ପରୀକ୍ଷା ନିୟନ୍ତ୍ରକ ସଂଯମ ଭରଦ୍ୱାଜ ଏହି ସୂଚନା ଦେଇଛନ୍ତି। ସିବିଏସଇ ବର୍ଷକୁ ଦୁଇଥର ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା କରିବ। ପ୍ରଥମ ପର୍ଯ୍ୟାୟ ଫେବୃଆରୀରେ ଏବଂ ଦ୍ୱିତୀୟ ପର୍ଯ୍ୟାୟ ମେ\' ମାସରେ ଅନୁଷ୍ଠିତ ହେବ। 

Advertisment
CBSE
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ