Alert as Bird Flu
ହାଟରେ ବାଟରେ ଏବେ ଗୋଟିଏ ଚର୍ଚ୍ଚା ‘ବାର୍ଡ ଫ୍ଲୁ’। କିଏ କହିଲେଣି ଅଣ୍ଡା ଖାଇବାକୁ ଡର ଲାଗୁଛି ତ ଆଉ କିଏ ପରାମର୍ଶ ଦେଲେଣି, କିଛି ଦିନ ପାଇଁ ଚିକେନ୍ ଛାଡ଼ି ଦେବାକୁ। ଆମିଷ ପ୍ରେମୀ ଚିନ୍ତାରେ, ବ୍ୟବସାୟୀ ବି ଘାଟାରେ। ପଡ଼ୋଶୀ ପୁରୀ ଜିଲ୍ଲାରେ ବାର୍ଡ ଫ୍ଳୁ ବ୍ୟାପିବା ପରେ ରାଜଧାନୀବାସୀଙ୍କୁ ଚେତାଇ ଦେଇଛି ପ୍ରଶାସନ। ଚିକେନ୍ ଖାଇବାକୁ ବାରଣ ସହ ପ୍ରଭାବିତ ଅଞ୍ଚଳରୁ କୁକୁଡ଼ା ଆଣିଲେ ବ୍ୟବସାୟୀଙ୍କ ବିରୋଧରେ ଆକ୍ସନ ଚେତାବନୀ ଦେଇଛନ୍ତି ବିଏମ୍ସି କର୍ତ୍ତୃପକ୍ଷ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)