Advertisment

Child Dies: କ୍ୟାପିଟାଲରେ ହସ୍ପିଟାଲରେ ଶିଶୁ ମୃତ, ପ୍ରବଳ ଉତ୍ତେଜନା

ଶିଶୁ ମୃତ୍ୟୁକୁ ନେଇ କ୍ୟାପିଟାଲ ହସପିଟାଲରେ ଉତ୍ତେଜନା। ୩ ବର୍ଷର ଶିଶୁ ମୃତ୍ୟୁକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଭୁଲ ମେଡିସିନରୁ ଶିଶୁର ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।

author-image
Chinmayee Sahoo

ଶିଶୁ ମୃତ୍ୟୁକୁ ନେଇ କ୍ୟାପିଟାଲ ହସପିଟାଲରେ ଉତ୍ତେଜନା। ୩ ବର୍ଷର ଶିଶୁ ମୃତ୍ୟୁକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଭୁଲ ମେଡିସିନରୁ ଶିଶୁର ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି।

Advertisment
Capital Hospital
Advertisment
Advertisment