Advertisment

ପୁରୀ ଅଘଟଣ: କ୍ଷମା ମାଗିଲେ ମୁଖ୍ୟମନ୍ତ୍ରୀ

ଜଗନ୍ନାଥପ୍ରେମୀଙ୍କ ନିକଟରେ କ୍ଷମା ପ୍ରାର୍ଥନା କରୁଛୁ କହିଲେ ସିଏମ୍ ।

author-image
Santosh Kumar Sahoo

ପୁରୀ ଅଘଟଣ ନେଇ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ । ‘ଏହି ଅବହେଳା ଅକ୍ଷମଣୀୟ । ସୁରକ୍ଷା ଅବହେଳାର ତୁରନ୍ତ ତଦନ୍ତ କରାଯିବ । ସମ୍ପୃକ୍ତ ବ୍ୟକ୍ତିମାନଙ୍କ ବିରୁଦ୍ଧରେ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନିଆଯିବ । ଜଗନ୍ନାଥପ୍ରେମୀଙ୍କ ନିକଟରେ କ୍ଷମା ପ୍ରାର୍ଥନା କରୁଛୁ କହିଲେ ସିଏମ୍ ।

Advertisment
Odisha Puri Mohan Majhi Stampede
Advertisment
Advertisment