ଗତକାଲି ଝାରସୁଗୁଡାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗସ୍ତ କାର୍ଯ୍ୟକ୍ରମର ପ୍ରସ୍ତୁତିର ସମୀକ୍ଷା କରୁଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ତେବେ ଏହି ସମୟରେ କୌଣସି କାରଣ ପାଇଁ ସେଠାରେ ଉପସ୍ଥିତ ଥିବା ପୋଲିସ ଡିଜି ୱାଇ.ବି. ଖୁରାନିଆଙ୍କ ସମତେ ଅନ୍ୟ ବରିଷ୍ଠ ଅଫିସରଙ୍କ ଉପରେ ବିରକ୍ତି ହେଉଥିବା ଦେଖିବାକୁ ମିଳିଥିଲା ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)




/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)