Advertisment

ଓହ୍ଲାଇ ପାରିଲାନି ମୁଖ୍ୟମନ୍ତ୍ରୀଙ୍କ ବିମାନ

ଭୁବନେଶ୍ବରରେ ଓହ୍ଲାଇ ପାରିଲାନି ମୁଖ୍ୟମନ୍ତ୍ରୀଙ୍କ ବିମାନ। କୋଲକାତା ଅଭିମୁଖେ ଗଲା ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବିମାନ। ଆଜି ଦିଲ୍ଲୀରୁ ଭୁବନେଶ୍ବର ଫେରୁଥିଲେ ମୁଖ୍ୟମନ୍ତ୍ରୀ। ଖରାପ ପାଗ ଯୋଗୁଁ ଭୁବନେଶ୍ବରରେ ବିମାନ ଅବତରଣ କରି ପାରି ନଥିଲା।

author-image
Manasranjan Mohanty