CM Mohan Majhi
ମୋହନ ସରକାରଙ୍କ ପାଇଁ ଚ୍ୟାଲେଞ୍ଜିଂ ହେବାକୁ ଯାଉଛି ଜୁନ୍ । ଲୋକଙ୍କ ପାଖରେ ରଖିବେ ନିଜ ସରକାରର ପ୍ରଥମ ବର୍ଷ ପୂର୍ତ୍ତିର ରିପୋର୍ଟ କାର୍ଡ। ଏପଟେ ଆଉ କିଛି ଟାସ୍କ ବି ଦେଇଛନ୍ତି ପିଏମ୍ ମୋଦି । ମାସେ ବ୍ୟାପି ବଡ଼ ବଡ଼ କାର୍ଯ୍ୟକ୍ରମ ପାଇଁ ଏନଡିଏ ବୈଠକରେ ମୁଖ୍ୟମନ୍ତ୍ରୀମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ବିଶେଷ କରି ମୋଦି ସରକାରଙ୍କ ୧୧ ବର୍ଷ ପୂର୍ତ୍ତି ଅବସରରେ ଅପରେସନ ସିନ୍ଦୂରର ସଫଳତା ସହ ଜାତିଭିତ୍ତିକ ଜନଗଣନା କଥା ଲୋକଙ୍କ ପାଖରେ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)