Advertisment

ପାଣ୍ଡିଆନ୍‌ ସିଷ୍ଟମ୍‌ ଉପରେ ମୋହନଙ୍କ ମାଡ଼

ସରକାରଙ୍କ ନିଜସ୍ୱ ଇଞ୍ଜିନିୟରିଂ ବିଭାଗ ଏବଂ ଦକ୍ଷ ଇଞ୍ଜିନିୟର ଥାଉ ଥାଉ କାହିଁକି ଆଉଟ୍ ସୋର୍ସିଂ ସଂସ୍ଥାକୁ କାମ ଦିଆଯାଇଛି? ସେନେଇ ରିପୋର୍ଟ ମାଗିଛନ୍ତି ମୁଖ୍ୟମନ୍ତ୍ରୀ।

Advertisment

ପ୍ରଶାସନିକ କଳରେ ପାଣ୍ଡିଆନ୍ ସିଷ୍ଟମର ଗଫଲତି ଧରିବାକୁ ମୋହନ ସରକାରଙ୍କ ବଡ଼ ପଦକ୍ଷେପ। ୧୦ ବର୍ଷର ଫାଇଲ୍ ଖୋଜି ଇଞ୍ଜିନିୟରିଂ କାମରେ ଆଉଟ୍ ସୋର୍ସିଂ ପ୍ରକ୍ରିୟା ବାଦ୍ ଦେବାକୁ ମୁଖ୍ୟ ସଚିବଙ୍କୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ। ସରକାରଙ୍କ ନିଜସ୍ୱ ଇଞ୍ଜିନିୟରିଂ ବିଭାଗ ଏବଂ ଦକ୍ଷ ଇଞ୍ଜିନିୟର ଥାଉ ଥାଉ କାହିଁକି ଆଉଟ୍ ସୋର୍ସିଂ ସଂସ୍ଥାକୁ କାମ ଦିଆଯାଇଛି? ସେନେଇ ରିପୋର୍ଟ ମାଗିଛନ୍ତି ମୁଖ୍ୟମନ୍ତ୍ରୀ।

Advertisment
VK Pandian Mohan Majhi
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ