Ayushman
୬ବର୍ଷ ଚାଲିବା ପରେ ଏବେ ହଜିଯିବ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା। ଲାଗୁହେବ ଆୟୁଷ୍ମାନ ଭାରତ- ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା। ଏଥିପାଇଁ ନିଜ ସରକାରର ପ୍ରଥମ ବଜେଟରେ ୩ ହଜାର ୫୫୬ କୋଟି ଟଙ୍କା ବ୍ୟୟବରାଦ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ ଭାରତ- ଜନ ଆରୋଗ୍ୟ ଯୋଜନା ପାଇଁ ୫୦୦ କୋଟି ଟଙ୍କା ବ୍ୟୟବରାଦ ହୋଇଥିବା ବେଳେ ରାଜ୍ୟର ନିଜସ୍ୱ ପାଣ୍ଠିରେ ଚାଲିବାକୁ ଥିବା ଗୋପବନ୍ଧୁ ଜନଆରୋଗ୍ୟ ଯୋଜନା ପାଇଁ ୩ ହଜାର ୫୬ କୋଟି ଟଙ୍କା ରଖାଯାଇଛି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)