Tight Security in Bhubaneswar
କାଲିଠୁ ଭୁବନେଶ୍ୱରରେ ଆୟୋଜିତ ହେବାକୁ ଯାଉଛି ସର୍ବଭାରତୀୟ ଡିଜିପି ସମ୍ମିଳନୀ । ଏଥିପାଇଁ ପହଁଚି ସାରିଲେଣି ବିଭିନ୍ନ ରାଜ୍ୟର ପୋଲିସ ମୁଖିଆ । ସମ୍ମିଳନୀକୁ ଉଦଘାଟନ କରିବେ ଗୃହମନ୍ତ୍ରୀ ଅମିତ ଶାହ । ପ୍ରଧାନମନ୍ତ୍ରୀ ମୋଦି ଏବଂ ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ୍ ଏହି କଫରେନ୍ସରେ ଯୋଗ ଦେବେ । ପ୍ରଥମ ଥର ଲାଗି ଓଡ଼ିଶାରେ ହେଉଥିବା ଏହି ସମ୍ମିଳନୀ ପାଇଁ ସୁରକ୍ଷା ବ୍ଲାଙ୍କେଟରେ ରାଜଧାନୀ । ଦେଶର ଆଭ୍ୟନ୍ତରୀଣ ସୁରକ୍ଷା ସହ ସୀମା ସୁରକ୍ଷା, ସାଇବର ଅପରାଧ ଓ ନିଶା କାରବାର ଭଳି ପ୍ରମୁଖ ପ୍ରସଙ୍ଗରେ ତିନି ଦିନ ଧରି ହେବ ଆଲୋଚନା ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)