CM Mohan Majhi
''ଓଡ଼ିଶା ପାଇଁ ଆଜି ଗୌରବମୟ ମୁହୂର୍ତ୍ତ । ପ୍ରଧାନମନ୍ତ୍ରୀ ମୋଦିଙ୍କ ମାର୍ଗଦର୍ଶନରେ ବର୍ଷେ ଶାସନର ସୌଭାଗ୍ୟ ମିଳିଛି । ବର୍ଷକ ଭିତରେ ଅନେକ ଉପଲବ୍ଧି ମିଳିସାରିଛି । ଓଡ଼ିଶା ବିକାଶ ପାଇଁ ରୋଡ୍ ମ୍ୟାପ୍ ପ୍ରସ୍ତୁତ କରିଛି । ସମସ୍ତ ୩୦ ଜିଲ୍ଲା ଗସ୍ତ କରି ଲୋକଙ୍କ ଦୁଃଖ ବୁଝିଛି । ରାଜ୍ୟରେ ୧୭ ଲକ୍ଷ ‘ଲକ୍ଷପତି ଦିଦି’ ସୃଷ୍ଟି କରି ସାରା ଦେଶରେ ଆମେ ପ୍ରଥମ ହୋଇପାରିଛୁ ।'' ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି ଅବସରରେ ଭୁବନେଶ୍ବରରେ ଆୟୋଜିତ ବିଶାଳ କାର୍ଯ୍ୟକ୍ରମରେ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)