Advertisment

ମୋଦିଙ୍କ ପାଇଁ ଦେଶ ଆଜି ସୁରକ୍ଷିତ

ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ କହିଲେ, ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନରେ ବର୍ଷେ ଶାସନର ସୌଭାଗ୍ୟ ମିଳିଛି । ବର୍ଷକ ଭିତରେ ଅନେକ ଉପଲବ୍ଧି ମିଳିସାରିଛି । ଓଡ଼ିଶା ବିକାଶ ପାଇଁ ରୋଡ୍‌ ମ୍ୟାପ୍‌ ପ୍ରସ୍ତୁତ କରିଛି । ଓଡ଼ିଶାକୁ ପୂର୍ବ ଭାରତର ଶିଳ୍ପ ହବ୍‌ କରିବା ପାଇଁ ଆମେ ପ୍ରତିଶ୍ରୁତିବଦ୍ଧ ।

Advertisment

''ଓଡ଼ିଶା ପାଇଁ ଆଜି ଗୌରବମୟ ମୁହୂର୍ତ୍ତ । ପ୍ରଧାନମନ୍ତ୍ରୀ ମୋଦିଙ୍କ ମାର୍ଗଦର୍ଶନରେ ବର୍ଷେ ଶାସନର ସୌଭାଗ୍ୟ ମିଳିଛି । ବର୍ଷକ ଭିତରେ ଅନେକ ଉପଲବ୍ଧି ମିଳିସାରିଛି । ଓଡ଼ିଶା ବିକାଶ ପାଇଁ ରୋଡ୍‌ ମ୍ୟାପ୍‌ ପ୍ରସ୍ତୁତ କରିଛି । ସମସ୍ତ ୩୦ ଜିଲ୍ଲା ଗସ୍ତ କରି ଲୋକଙ୍କ ଦୁଃଖ ବୁଝିଛି । ରାଜ୍ୟରେ ୧୭ ଲକ୍ଷ ‘ଲକ୍ଷପତି ଦିଦି’ ସୃଷ୍ଟି କରି ସାରା ଦେଶରେ ଆମେ ପ୍ରଥମ ହୋଇପାରିଛୁ ।'' ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି ଅବସରରେ ଭୁବନେଶ୍ବରରେ ଆୟୋଜିତ ବିଶାଳ କାର୍ଯ୍ୟକ୍ରମରେ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

Advertisment
Narendra Modi Mohan Majhi
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ