Advertisment

ନୂଆମୋଡ଼ ନେଇପାରେ ନବ ଦାସ ହତ୍ୟା ମାମଲା

ଚଳିତ ସପ୍ତାହରେ ହାଜର ଦେବାକୁ ଦୀପାଳି ଦାସ୍ ଓ ବିଶାଳ ଦାସଙ୍କୁ ନୋଟିସ୍ ଜାରି କରିଛି କ୍ରାଇମବ୍ରାଞ୍ଚ। ଚଳିତ ସପ୍ତାହରେ କୌଣସି ଦିନ ହାଜର ହେବାକୁ ନୋଟିସ୍ କରାଯାଇଛି।

Advertisment

ପୁଣି ଖୋଲିଲା ଦିବଙ୍ଗତ ପୂର୍ବତନ ମନ୍ତ୍ରୀ ତଥା ପଶ୍ଚିମ ଓଡ଼ିଶାର ଜଣାଶୁଣା ରାଜନେତା ନବ କିଶୋର ଦାସଙ୍କ ହତ୍ୟା ମାମଲା ଡାଏରୀ । ପୁଣି ଘାଣ୍ଟିବ କ୍ରାଇମବ୍ରାଞ୍ଚ । ନବ ଦାସଙ୍କ ପୁଅ ଝିଅଙ୍କୁ ନୋଟିସ୍ କରିଛି କ୍ରାଇମବ୍ରାଞ୍ଚ । ଚଳିତ ସପ୍ତାହରେ ହାଜର ଦେବାକୁ ଦୀପାଳି ଦାସ୍ ଓ ବିଶାଳ ଦାସଙ୍କୁ ନୋଟିସ୍ ଜାରି କରିଛି କ୍ରାଇମବ୍ରାଞ୍ଚ। ଚଳିତ ସପ୍ତାହରେ କୌଣସି ଦିନ ହାଜର ହେବାକୁ ନୋଟିସ୍ କରାଯାଇଛି। କ୍ରାଇମବ୍ରାଞ୍ଚ ତଦନ୍ତକୁ ନେଇ କିଛି ଆପତ୍ତି ଥିଲେ ଉଭୟ ଜଣାଇପାରିବେ। ଉଭୟଙ୍କ ବୟାନ ମାମଲାକୁ ଦେଇପାରେ ନୂଆମୋଡ଼ ।

Advertisment
Murder Case Naba Das
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ