Advertisment

ଘୋଘୋ ଗର୍ଜନ କରି ଜଳଣ୍ଡାରରୁ ଜଳ ଲିକ୍

ଜଳ ନିଷ୍କାସନ ହେବା ଦ୍ୱାରା ରବି ଫସଲ ପ୍ରଭାବିତ ହେବାର ଆଶଙ୍କା ରହିଛି ।

Advertisment

ଘୋଘୋ ଗର୍ଜନ କରି ଜଳଣ୍ଡାରରୁ ଜଳ ଲିକ୍... ତେଲେଙ୍ଗିରି ତଳମୁଣ୍ଡରେ କୋକୁଆ ଭୟ । ଜୟପୁର ରାଣିଗଡ଼ ସ୍ଥିତ ତେଲେଙ୍ଗିରି ଜଳଭଣ୍ଡାରରୁ ପାଣି ଲିକ୍। ଫଳରେ ତଳମୁଣ୍ଡକୁ ବହୁମାତ୍ରାରେ ପାଣି ନିଷ୍କାସିତ ହେଉଛି । ଖବର ପାଇ ଜଳସେଚନ ବିଭାଗର ବିଭାଗୀୟ ଯନ୍ତ୍ରୀ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ସେପଟେ ଜଳ ନିଷ୍କାସନ ହେବା ଦ୍ୱାରା ରବି ଫସଲ ପ୍ରଭାବିତ ହେବାର ଆଶଙ୍କା ରହିଛି ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ