Ratnabhandar
Advertisment
ରତ୍ନଭଣ୍ଡାର ଖୋଲାଯାଇ ଦୁଇଟି ପର୍ଯ୍ୟାୟରେ ଅଳଙ୍କାର ସ୍ଥାନାନ୍ତରଣକୁ କିଛିଦିନ ପରେ ମାସେ ପୂରିଯିବ। ହେଲେ ଏଯାଏଁ ଆଗେଇ ପାରିନି ଭଣ୍ଡାର ଗୃହ ମରାମତି କି ଅଳଙ୍କାର ଗଣତି ପ୍ରକ୍ରିୟା। କାରଣ ଏଥିରେ ବାଧକ ସାଜିଛି, ଗୁପ୍ତ କୋଠରୀ ଓ ସୁଡ଼ଙ୍ଗ ଥିବା ଚର୍ଚ୍ଚା। ଯଦିଓ ଏହା ଜାଣିବାକୁ ଭିତର ଭଣ୍ଡାର ଲେଜର ସ୍କାନିଂ ପାଇଁ ଅଳଙ୍କାର ତଦାରଖ କମିଟି ସରକାରଙ୍କୁ ପ୍ରସ୍ତାବ ଦେଇଛି। ହେଲେ ସେନେଇ ନିଷ୍ପତ୍ତିରେ ବିଳମ୍ବକୁ ନେଇ ବିଭିନ୍ନ ମହଲରେ ଉଠିଛି ପ୍ରଶ୍ନ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us