Advertisment

Puri Srimandir : ଶୃଙ୍ଖଳିତ ଜଗା ଦର୍ଶନ ପାଇଁ ଶ୍ରୀମନ୍ଦିରରେ ହେବ ଧାଡ଼ି ଦର୍ଶନ ବ୍ୟବସ୍ଥା

ଚଳିତ ମାସ ଶେଷ ସୁଦ୍ଧା ଶ୍ରୀମନ୍ଦିରରେ ହେବ ଧାଡ଼ି ଦର୍ଶନ ବ୍ୟବସ୍ଥା । ଆଇନ ମନ୍ତ୍ରୀ କହିଛନ୍ତି, ଏଥି ପାଇଁ ସମସ୍ତ ପ୍ରସ୍ତୁତି ସରିଛି । ଏହି ସପ୍ତାହ ଭିତରେ ପରିଚାଳନା କମିଟି ଗଠନ ହୋଇଯିବ । ଏହାପରେ କମିଟିର ନିଷ୍ପତ୍ତି ଏବଂ ପରାମର୍ଶ କ୍ରମେ ନାଟ ମଣ୍ଡପ ଭିତରେ ଥିବା ହୁଣ୍ଡିଗୁଡ଼ିକର ସ୍ଥାନାନ୍ତର ସାରି ଶୃଙ୍ଖଳିତ ଦର୍ଶନ ପାଇଁ ହେବ ଧାଡ଼ି ବ୍ୟବସ୍ଥା । ଏହି ନିଷ୍ପତ୍ତିକୁ ଶ୍ରଦ୍ଧାଳୁମାନେ ସ୍ବାଗତ କରିଥିବାବେଳେ ଧାଡ଼ି ଦର୍ଶନ ପାଇଁ କେମିତି ରହିବ ବ୍ୟବସ୍ଥା? ସେନେଇ ବଢ଼ିଛି ଚର୍ଚ୍ଚା ।

Puri Srimandir Odisha Govt Sri Mandir
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ