Advertisment

Governor of Odisha: ବଦଳିଲେ ଓଡ଼ିଶାର ରାଜ୍ୟପାଳ

ବଦଳିଲେ ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ । ଓଡ଼ିଶାର ରାଜ୍ୟପାଳ ଭାବେ ଡକ୍ଟର ହରିବାବୁ କମ୍ଭମପତିଙ୍କୁ ନିଯୁକ୍ତି।

author-image
Sujit kumar Swain
ଅଦ୍ୟତନ ହୋଇଛି

ବଦଳିଲେ ଓଡ଼ିଶାର ରାଜ୍ୟପାଳ ରଘୁବର ଦାସ। ଓଡ଼ିଶାର ରାଜ୍ୟପାଳ ଭାବେ ଡକ୍ଟର ହରିବାବୁ କମ୍ଭମପତିଙ୍କୁ ନିଯୁକ୍ତି। ମିଜୋରାମ ରାଜ୍ୟପାଳ ଥିଲେ ହରିବାବୁ କମଭମପତି । ରଘୁବର ଦାସଙ୍କ ଇସ୍ତଫା ପରେ ହରିବାବୁ କମ୍ଭମପତି ରାଜ୍ୟପାଳ ନିଯୁକ୍ତ। ଡକ୍ଟର ହରିବାବୁ କମ୍ଭମପତିଙ୍କୁ ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତି ଦେଇଛନ୍ତି ରାଷ୍ଟ୍ରପତି। ରଘୁବର ଦାସଙ୍କ ଇସ୍ତଫାକୁ ରାଷ୍ଟ୍ରପତି ଗ୍ରହଣ କରିଛନ୍ତି।

Advertisment
Governor Odisha Governor
Advertisment
Advertisment