Advertisment

ପ୍ରବାସୀ ଓଡ଼ିଆଙ୍କୁ ଘାରିଛି E-KYC ଟେନସନ୍

ପ୍ରବାସୀ ଓଡ଼ିଆଙ୍କୁ ଘାରିଛି ରାସନକାର୍ଡ କେୱାଇସି ଅପଡେଟ୍ ଚିନ୍ତା । ରାଜ୍ୟ ବାହାରେ ପେଟପାଟଣା ପାଇଁ ଖଟୁଥିବା ଲୋକେ ଛୁଟି ନେଇ ଖର୍ଚ୍ଚାନ୍ତ ହୋଇ ଗାଁକୁ ଆସିବା ସମ୍ଭବ ହେଉ ନଥିବା ବେଳେ କିଛି ଡିଲର ସେମାନଙ୍କ ପାଖେ ପହଞ୍ଚି ଶୋଷଣ କରିବା ଆରମ୍ଭ କଲେଣି ।

Advertisment

ପ୍ରବାସୀ ଓଡ଼ିଆଙ୍କୁ ଘାରିଛି ରାସନକାର୍ଡ କେୱାଇସି ଅପଡେଟ୍ ଚିନ୍ତା । ରାଜ୍ୟ ବାହାରେ ପେଟପାଟଣା ପାଇଁ ଖଟୁଥିବା ଲୋକେ ଛୁଟି ନେଇ ଖର୍ଚ୍ଚାନ୍ତ ହୋଇ ଗାଁକୁ ଆସିବା ସମ୍ଭବ ହେଉ ନଥିବା ବେଳେ କିଛି ଡିଲର ସେମାନଙ୍କ ପାଖେ ପହଞ୍ଚି ଶୋଷଣ କରିବା ଆରମ୍ଭ କଲେଣି । ତେଣେ ଯୋଗାଣ ମନ୍ତ୍ରୀ କହିଛନ୍ତି- ଏ ସମସ୍ୟାର ସମାଧାନ ପାଇଁ ପ୍ରବାସୀ ଓଡ଼ିଆ ଶ୍ରମିକ ରହୁଥିବା ଦେଶର କିଛି ପ୍ରମୁଖ ସହରକୁ ସରକାର ଟିମ୍ ପଠାଇବାକୁ ବିଚାର କରୁଛନ୍ତି ।

Advertisment
Ration Card KYC
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ