Erosion Threatens Siali Beach: View Tower Submerged, Casuarina Forests Damaged
Advertisment
କୁଳ ଲଙ୍ଘିଲା ସମୁଦ୍ର । ହଟାତ ସମୁଦ୍ର ସ୍ଥଳ ଭାଗ ଆଡ଼କୁ ମାଡି ଆସିବା ସହ ଶିଆଳି ବେଳାଭୂମି ବଜାର ଓ ଜନ ବସତି ରେ ଲୁଣି ପାଣି ମାଡ଼ି ଯାଇଥିଲା । ହଟାତ ସମୁଦ୍ର ମାଡ଼ି ଆସିବା ଯୋଗୁ ବେଳା ଭୂମିରେ ଥିବା ପର୍ଯ୍ୟଟକ ଓ ସ୍ଥାନୀୟ ବାସିନ୍ଦା ଭୟଭୀତ ହୋଇ ପଡ଼ିଥିଲେ ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us