‘ମୋ ଛୋଟ ବ୍ରେନ୍ରେ ସବୁ ସେଭ୍ ଅଛି’
Advertisment
ସିଡିଓ ଏବଂ ବିଡିଓ ମାନଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡା ତାଗିଦ। କହିଲେ ମୋ ଛୋଟ ବ୍ରେନ୍ ରେ ସବୁ ସେଭ୍ ହୋଇ ରହିଛି। ପୁରୁଣା ଅଭ୍ୟାସ ନଛାଡିଲେ କ୍ଷମା ଦିଆଯିବ ନାହିଁ। ଭୁବନେଶ୍ୱରରେ ଦୁଇ ଦିନିଆ ମୁଖ୍ୟ ଉନ୍ନୟନ ଅଧିକାରୀ ଏବଂ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କ ରାଜ୍ୟସ୍ତରୀୟ ସମ୍ମିଳନୀ ଏଭଳି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବିଜେଡି ପ୍ରୀତି ଛାଡ଼ିବା ପାଇଁ ପରୋକ୍ଷରେ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us