ଦ୍ରୁତ ଗତିରେ ଆଗେଇ ଚାଲିଛି ରାଜ୍ୟର ପ୍ରଥମ ଲମ୍ବା ଟନେଲ ବା ସୁଡ଼ଙ୍ଗ ରାସ୍ତା। ଭାରତମାଳା ପ୍ରକଳ୍ପ ଅଧିନରେ ରାୟପୁରରୁ ବିଶାଖାପାଟଣାକୁ ସିଧାସଳଖ ସଂଯୋଗ ପାଇଁ ତିଆରି ଚାଲିଥିବା ଜାତୀୟ ରାଜପଥରେ, କୋରାପୁଟ ଜିଲ୍ଲାରେ ନିର୍ମାଣ ଚାଲିଛି ଦୁଇ ଦୁଇଟି ଟନେଲ। ଆସନ୍ତବର୍ଷ ସୁଦ୍ଧା ଶେଷ ହେବାକୁ ଥିବା ଏ ପ୍ରକଳ୍ପ ପର୍ଯ୍ୟଟନପ୍ରେମୀଙ୍କ ପାଇଁ ଖାଲି ରୋମାଞ୍ଚକର ଅନୁଭୂତି ଆଣିବନି, କୋରାପୁଟ ଓ ନବରଙ୍ଗ ଜିଲ୍ଲାର ଅର୍ଥନୈତିକ ଅଭିବୃଦ୍ଧିରେ ବି ମାଇଲ ଖୁଣ୍ଟ ସାଜିବ ବୋଲି କୁହାଯାଉଛି।
Published By: Sujit kumar Swain
Last updated: 11 August 2024, 10:59 PM IST
ପ୍ରତି ମଞ୍ଚାରେ ବନରକ୍ଷୀ,ଭିଏସଏସ ଓ ନିଆଁ ଲିଭାଳୀ ଟିମ୍ ମୁତୟନ ହୋଇଛନ୍ତି । ନୂଆ କୌଶଳ ଦ୍ବାରା ଜଣେ ଲେଖାଏଁ ବନରକ୍ଷୀଙ୍କ ଅଧିନରେ ୫୦୦ ହେକ୍ଟର ପର୍ଯ୍ୟନ୍ତ ଜଙ୍ଗଲ ସୁରକ୍ଷିତ ରହିପାରିବ ବୋଲି କହିଛନ୍ତି କୋରାପୁଟ ଡିଏଫଓ ।