Phulbani-Fevikwik-Horror
Advertisment
ସେବାଶ୍ରମ ହଷ୍ଟେଲରେ ଅଘଟଣ। ଆଖିରେ feviquick ଅଠା ଲାଗି ୮ ଜଣ ଛାତ୍ର ଅସୁସ୍ଥ। ଏଭଳି ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ୍ ସଲାଗୁଡ଼ା ସେବାଶ୍ରମ ବିଦ୍ୟାଳୟରେ। ସେବାଶ୍ରମ ହଷ୍ଟେଲରେ ରାତିରେ ଶୋଇଥିବା ବେଳେ କିଛି ଛାତ୍ର, ଅନ୍ୟ ୮ ଜଣ ଛାତ୍ରଙ୍କ ଆଖିରେ Feviquick ଅଠା ପକାଇ ଦେଇଥିବା ଅଭିଯୋଗ ହୋଇଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us