Subhadra Yojana Awareness Rath
Advertisment
ଆଉ ବେଶି ଦିନ ନୁହେଁ, ଖୁବଶୀଘ୍ର ମହିଳାଙ୍କ ଆକାଉଣ୍ଟଙ୍କୁ ଯିବ ବହୁ ପ୍ରତୀକ୍ଷିତ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ଟଙ୍କା । ଏଥିପାଇଁ ତାପୂର୍ବରୁ ଆଜିଠୁ ରାଜ୍ୟରେ ଗଡ଼ିଛି ସଚେତନତା ରଥ। ଘରେ ଘରେ ସୁଭଦ୍ରା । ଗାଁ ଗାଁ ସହର ସହର ବୁଲିବ ସଚେତନତା ରଥ। ଭୁବନେଶ୍ୱର ଗାନ୍ଧିମାର୍ଗରେ ଆୟୋଜିତ ସ୍ୱତନ୍ତ୍ର ଉତ୍ସବରେ ପତାକା ଦେଖାଇ ସୁଭଦ୍ରା ସଚେତନତା ରଥର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ସୁଭଦ୍ରା କେବଳ ଯୋଜନା ନୁହେଁ, ଏହା ଅସ୍ମିତାର ପରିଚୟ ହେବ। ପ୍ରତି ମହିଳାଙ୍କ ସ୍ୱପ୍ନ ପୂରଣ କରିବା ସୁଭଦ୍ରାର ମୂଳ ଉଦ୍ଦେଶ୍ୟ ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us