Advertisment
ମାଆ ଭଟ୍ଟାରିକାଙ୍କ ମନ୍ଦିର ଛୁଇଁଲା ମହାନଦୀ ବନ୍ୟାପାଣି । କଟକ ଜିଲ୍ଲା ବଡମ୍ବାର ଅଧିଷ୍ଠାତ୍ରୀ ଦେବୀ ମାଆ ଭଟ୍ଟାରିକାଙ୍କ ମନ୍ଦିର ପାଦଦେଶକୁ ଛୁଇଁଛି ବନ୍ୟାଜଳ। ହୀରାକୁଦ ଜଳଭଣ୍ଡାରରେ ୨୦ଟି ଗେଟ ଖୋଲାଥିବା ସହ ତଳିଆ ଅଞ୍ଚଳରେ ଲଘୁଚାପ ଜନିତ ତୁହାକୁ ତୁହା ବର୍ଷା ଜାରି ରହିଛି । ଫଳରେ ମହାନଦୀ ଫୁଲିବାରେ ଲାଗିଛି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us