baliguda
ବାଲିଗୁଡ଼ାର ପୂର୍ବତନ ବିଧାୟକ ତଥା ବରିଷ୍ଠ ବିଜେପି ନେତା କରେନ୍ଦ୍ର ମାଝୀଙ୍କ ପରଲୋକ ହୋଇଛି । ଗତ ରାତିରେ ୫୨ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ କ୍ୟାପିଟାଲ ହସପିଟାଲ ଯାଇ ଶେଷ ଦର୍ଶନ କରିଛନ୍ତି।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)