Advertisment

ପରଲୋକରେ ଅନନ୍ତ ଦାସ

ପରଲୋକରେ ପୂର୍ବତନ ମନ୍ତ୍ରୀ ତଥା ଭୋଗରାଇର ପୂର୍ବତନ ବିଧାୟକ ଅନନ୍ତ ଦାସ । ଭୋର ୩ଟା ୩୦ ସମୟରେ ଭୂବନେଶ୍ବର ସ୍ଥିତ ବାସଭବନରେ ତାଙ୍କର ପରଲୋକ ଘଟିଥିବା ନେଇ ପରିବାର ପକ୍ଷରୁ ସୂଚନା ଦିଆ ଯାଇଛି | ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ହୋଇଥିଲା ।

author-image
Saroj Kumar Jena

ପରଲୋକରେ ପୂର୍ବତନ ମନ୍ତ୍ରୀ ତଥା ଭୋଗରାଇର ପୂର୍ବତନ ବିଧାୟକ ଅନନ୍ତ ଦାସ । ଭୋର ୩ଟା ୩୦ ସମୟରେ ଭୂବନେଶ୍ବର ସ୍ଥିତ ବାସଭବନରେ ତାଙ୍କର ପରଲୋକ ଘଟିଥିବା ନେଇ ପରିବାର ପକ୍ଷରୁ ସୂଚନା ଦିଆ ଯାଇଛି |   ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ହୋଇଥିଲା । 

Advertisment
BJD MLA Bhogarai
Advertisment
Advertisment