Advertisment

Explosion: ଭୟଙ୍କର ବିସ୍ଫୋରଣରେ ଭୁଶୁଡ଼ିଲା ଘର, ୨ଜଣଙ୍କର ମୃତ୍ୟୁ

ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଜିଆକଟା ଏବଂ ଛତ୍ରପୁର ଗାଁ ମଝିରେ ଥିବା ବାଣ ଗୋଦାମରେ ଭୟଙ୍କର ବିସ୍ଫୋରଣ । ଏଥିରେ ଗୋଦାମ ଘର ଛାତ ସମ୍ପୂର୍ଣ୍ଣ ମାଟିରେ ମିଶିଯାଇଛି । ଏଥିସହିତ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୩ ଜଣ ଗୁରୁତର ଆହତ ହୋଇଛନ୍ତି ।

author-image
Manasranjan Mohanty