rain
Advertisment
#୪ଦିନ_ଝଡ଼ବର୍ଷା!
ରାଜ୍ୟରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ ଝଡ଼ବର୍ଷା ସମ୍ଭାବନା। କାଳବୈଶାଖୀ ପ୍ରଭାବରେ ବର୍ଷା ପବନ ହେବା ନେଇ ସତର୍କ କଲା ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଉପକୂଳ, ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ହେବ କାଳବୈଶାଖୀ ବର୍ଷା। ଘଡ଼ଘଡ଼ି ବିଜୁଳି ସହିତ କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us