Advertisment
ସାରା ରାଜ୍ୟକୁ ଭିଜାଇବ ଲଘୁଚାପ ବର୍ଷା। ଧୋଇଯାଇପାରେ ଦଶହରା ଓ ରାବଣ ପୋଡ଼ି ମଜା। ମୂଷଳଧାରାରେ ବର୍ଷା ନେଇ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ। ବଙ୍ଗୋପସାଗରରେ ସ୍ପଷ୍ଟ ଚିହ୍ନିତ ଲଘୁଚାପ ଆଜି ଅବପାତରେ ପରିଣତ ହୋଇଛି।