Advertisment

ଶ୍ରୀମନ୍ଦିରରେ ଓମଫେଡ୍ ଘିଅ ପ୍ରବେଶ ପରଠୁ ଅମୂଲ ମୂଲ ଅବଢ଼ା

ଆଇନ ମନ୍ତ୍ରୀ କହିଛନ୍ତି, ଖୁବ୍‌ଶୀଘ୍ର ମହାପ୍ରସାଦ ଦର ନିୟନ୍ତ୍ରଣ ପାଇଁ ପଦକ୍ଷେପ ନିଆଯିବ।

author-image
Satyendu Shekher Mishra

ଶ୍ରୀମନ୍ଦିରରେ ଓମଫେଡ୍ ଘିଅ ପ୍ରବେଶ ପରଠୁ ଅମୂଲ ମୂଲ ଅବଢ଼ା। ମହାପ୍ରସାଦ, ଖଜାଠୁ ନେଇ ପିଠା, ସବୁର ଦାମ ପ୍ରାୟ ଦୁଇଗୁଣା ବଢ଼ିଯାଇଛି। ଯାହାକୁ ନେଇ ଅସନ୍ତୁଷ୍ଟ ଉଭୟ ଭକ୍ତ ଓ ସେବାୟତ। ସବସିଡି ଦରରେ ଶ୍ରୀମନ୍ଦିରକୁ ଓମଫେଡ ଘିଅ ଯୋଗାଣ ନେଇ ଦାବି ଉଠୁଥିଲା ବେଳେ ବିକଳ୍ପ ଭାବେ ଶ୍ରୀମନ୍ଦିର ପାଇଁ ସ୍ବତନ୍ତ୍ର ଗୋଶାଳା କଥା ବି ଉଠିଲାଣି। ତେବେ ଆଇନ ମନ୍ତ୍ରୀ କହିଛନ୍ତି, ଖୁବ୍‌ଶୀଘ୍ର ମହାପ୍ରସାଦ ଦର ନିୟନ୍ତ୍ରଣ ପାଇଁ ପଦକ୍ଷେପ ନିଆଯିବ।

Advertisment
Advertisment
Advertisment