vegetable price rise
ହାଟ ବଜାରକୁ ଗଲେ ଏକ ପ୍ରକାର କାନ୍ଦୁଛନ୍ତି ଗ୍ରାହକ। ୫୦୦ ଟଙ୍କା ଖର୍ଚ୍ଚ କଲେ, ବ୍ୟାଗ୍ ଭର୍ତ୍ତି ହେବା ତ ଦୂରର କଥା ଅଧା ହେବା ବି ମୁସ୍କିଲ। ଗାଁଠୁ ସହର ସମସ୍ତଙ୍କୁ ବାଧୁଛି ପରିବା ଦର। ଦର ଆହୁରି ମାସେରୁ ଅଧିକ ସମୟ ଏଭଳି ରହିବ ବୋଲି ବ୍ୟବସାୟୀ ଆକଳନ କରୁଛନ୍ତି
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)