Advertisment

ହାୱଡା-ମୁମ୍ବାଇ ମେଲ୍ ଦୁର୍ଘଟଣା ନେଇଛି ୨ ଓଡ଼ିଆଙ୍କ ଜୀବନ

ଓଡ଼ିଶା ସୀମାନ୍ତ ଝାଡଖଣ୍ଡର ରାଜଖରସୁଆଁରେ ଭୋର ୩ଟା ୪୫ମିନିଟରେ ଲାଇନଚ୍ୟୁତ ହୋଇଥିଲା ହାୱଡା-ମୁମ୍ବାଇ ମେଲ୍ ।

Advertisment

ହାୱଡା-ମୁମ୍ବାଇ ମେଲ୍ ଦୁର୍ଘଟଣା ନେଇଛି ୨ ଓଡ଼ିଆଙ୍କ ଜୀବନ । ମୃତକଙ୍କ ଘର ରାଉରକେଲାରେ । ସେମାନେ ହେଲେ ଅଜିତ ସାମଲ ଓ ଟି. ବିକାଶ ରାଓ । ଜଣଙ୍କର ଘର ରାଉରକେଲା ମାଲଗୋଦାମ ଅଞ୍ଚଳରେ ଓ ଅନ୍ୟ ଜଣେ ରେଲୱେ କଲୋନୀ ବାସିନ୍ଦା । ଆଜି ଓଡ଼ିଶା ସୀମାନ୍ତ ଝାଡଖଣ୍ଡର ରାଜଖରସୁଆଁରେ ଭୋର ୩ଟା ୪୫ମିନିଟରେ ଲାଇନଚ୍ୟୁତ ହୋଇଥିଲା ହାୱଡା-ମୁମ୍ବାଇ ମେଲ୍ ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ