Journalist Allegedly Assaulted by Contractor and Antisocial Elements in Balangir
Advertisment
ବଲାଙ୍ଗୀର ଜିଲ୍ଲାରେ କାର୍ଯ୍ୟରତ ସାମ୍ବାଦିକଙ୍କୁ ଅକଥନୀୟ ନିର୍ଯାତନା ଅଭିଯୋଗ। ଖବର ସଂଗ୍ରହ ବେଳେ ଠିକାଦାର ଓ କିଛି ଅସାମାଜିକ ବ୍ୟକ୍ତି କଙ୍ଗାରୁ କୋର୍ଟରେ ସାମ୍ବାଦିକଙ୍କ ହାତବାନ୍ଧି ନିସ୍ତୁକ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ ଭୁବନେଶ୍ୱରରେ ବିକ୍ଷୋଭ କରାଯାଇଛି। ସାମ୍ବାଦିକମାନଙ୍କୁ ସୁରକ୍ଷା ଦେବାକୁ ଦାବି ହୋଇଛି !
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us