Advertisment

ହକ୍‌ ପାଇଁ ଗର୍ଜୁଛନ୍ତି କନିଷ୍ଠ ଶିକ୍ଷକ, ଦାବି ଶୁଣିବେ କି ସରକାର ?

ଅବହେଳିତ ପ୍ରାଥମିକ ଶିକ୍ଷକ ! ଦାବି ପାଇଁ ରାଜରାସ୍ତାରେ ଗର୍ଜୁଛନ୍ତି ଗୁରୁ । ସରକାର ଉଠାନ୍ତୁ ଠିକା ବ୍ୟବସ୍ଥା । କନିଷ୍ଠ ଶିକ୍ଷକଙ୍କୁ ତୁରନ୍ତ କରନ୍ତୁ ନିୟମିତ । କୁନି କୁନି ପିଲାମାନଙ୍କ ଭବିଷତ ଗଢ଼ିବାକୁ ସରକାରଙ୍କ ଅନୁମତି ପାଇଥିବା ଏ ଗୁରୁମାନେ ପ୍ରଥମ ଥର ପାଇଁ ରାଜରାସ୍ତାକୁ ଓହ୍ଲାଇଛନ୍ତି ।

Advertisment

ଅବହେଳିତ ପ୍ରାଥମିକ ଶିକ୍ଷକ ! ଦାବି ପାଇଁ ରାଜରାସ୍ତାରେ ଗର୍ଜୁଛନ୍ତି ଗୁରୁ । ସରକାର ଉଠାନ୍ତୁ ଠିକା ବ୍ୟବସ୍ଥା । କନିଷ୍ଠ ଶିକ୍ଷକଙ୍କୁ ତୁରନ୍ତ କରନ୍ତୁ ନିୟମିତ । କୁନିକୁନି ପିଲାମାନଙ୍କ ଭବିଷତ ଗଢ଼ିବାକୁ ସରକାରଙ୍କ ଅନୁମତି ପାଇଥିବା ଏ ଗୁରୁମାନେ ପ୍ରଥମ ଥର ପାଇଁ ରାଜରାସ୍ତାକୁ ଓହ୍ଲାଇଛନ୍ତି । ନୂଆ କରି ଏମାନଙ୍କୁ ନିଯୁକ୍ତି ମିଳିଛି । ହେଲେ ଠିକା ଯୋଗୁ ସରକାର ଦେଉନାହାନ୍ତି ଭଲ ଦରମା । ତେଣୁ ମାସିକ ମାତ୍ର ୧୪ ହଜାର ଟଙ୍କାରେ ଚଳିବା କଷ୍ଟ କର ହେଉଛି ବୋଲି ଶିକ୍ଷକମାନେ କହିଛନ୍ତି । 

Advertisment
Protests Junior Teachers Job Regularisation
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ