Manoj Ahuja
Advertisment
ମନୋଜ ଆହୁଜା ହେଲେ ରାଜ୍ୟର ନୂଆ ଶାସନ ସଚିବ । ମୂଳତଃ ପଞ୍ଜାବ ନିବାସୀ ତଥା ଓଡ଼ିଶା କ୍ୟାଡରର ୧୯୯୦ ବ୍ୟାଚର ଏହି ବରିଷ୍ଠ ଆଇଏଏସ୍ଙ୍କୁ ନିକଟରେ କେନ୍ଦ୍ରୀୟ ଡେପୁଟେସନରୁ ଓଡ଼ିଶା କ୍ୟାଡରକୁ ଫେରାଯାଇଥିଲା । ଏବେ ମୁଖ୍ୟ ଶାସନ ସଚିବ ଥିବା ପ୍ରଦୀପ ଜେନାଙ୍କୁ ଆସନ୍ତା ୩୦ ତାରିଖରେ ଅବସର ଲାଗି ସରକାର ଅନୁମତି ଦେଇଛନ୍ତି ।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us