Published By: Pallipuspa Samal
Last updated: 14 June 2024, 02:57 PM IST
ବିଜେଡି ଛତ୍ରଛାୟାରେ କଳା ସାମ୍ରାଜ୍ୟ ବିଛାଇଥିଲା ରାଜା ଚକ୍ର। ଗନ୍ଧମାର୍ଦ୍ଦନ ଲୋଡିଂ ଏଜେନ୍ସି ହେରଫେର ମାମଲାରେ ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ କରିଥିଲେ ରାଜା। ହାଇକୋର୍ଟ ତାଙ୍କ ଆଗୁଆ ଜାମିନକୁ ଖାରଜ କରିଦେଇଥିଲେ।