Jagannath Temple
Advertisment
ଦୁଇ ଦିନ କିଟ୍ କିଟ୍ ଅନ୍ଧାରରେ ରହିଥିଲା ଶ୍ରୀମନ୍ଦିର ଚଉହଦୀ। ଭକ୍ତ ରାଗିଲେ, ସେବାୟତ ବିଗିଡ଼ିଲେ। ରାଜ୍ୟରେ ସରକାର ବଦଳୁ ବଦଳୁ ସନ୍ଧ୍ୟା ପରେ ଖୋଦ୍ ଜଗନ୍ନାଥ ମନ୍ଦିର ଚାରିପାଖରେ ହଠାତ୍ ଏମିତି ବଦଳି ଯାଇଥିବା ସ୍ଥିତିକୁ ନେଇ କ୍ଷୁବ୍ଧ ହୋଇଥିଲେ ଜଗନ୍ନାଥ ପ୍ରେମୀ। ଏହାକୁ ନେଇ ପୁରୀ ଜିଲ୍ଲାପାଳ, ଶ୍ରୀମନ୍ଦିର ପ୍ରଶାସନ ଏବଂ ମୁଖ୍ୟ ଶାସନ ସଚିବଙ୍କ ନତାଘନା ପରେ ଶ୍ରୀମନ୍ଦିର ଚାରିକଡେ ଆଜି ପୁଣି ଜଳିଛି ଫୋକସ ଲାଇଟ୍।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us