Advertisment

ବଢ଼ିଲା ବାର୍ଡ ଫ୍ଲୁ ସଂକ୍ରମଣ ଭୟ

ପୁରୀ ଜିଲ୍ଲା ପିପିଲି ଅଞ୍ଚଳରେ ବାର୍ଡ ଫ୍ଲୁ ପଜିଟିଭ୍ ଚିହ୍ନଟ ପରେ ଆଲର୍ଟରେ ପ୍ରାଣୀ ସଂପଦ ବିଭାଗ। ସଂକ୍ରମଣ ରୋକିବାକୁ ଆରମ୍ଭ ହେଲା କୁକୁଡ଼ା ମରା ଅଭିଯାନ। କାଲି ସଂଧ୍ୟାରୁ ଆଜି ପର୍ଯ୍ୟନ୍ତ ପିପିଲି ଆବଲପୁର ଗାଁରୁ ପ୍ରାୟ 5 ହଜାର କୁକୁଡ଼ା ମରାଯାଇଥିଲା ବେଳେ ପୁରା ଅଞ୍ଚଳରୁ ବିଭିନ୍ନ ବ୍ରଏଲର ଫାର୍ମରେ ଥିବା ପ୍ରାୟ 20 ହଜାରରୁ ଅଧିକ କୁକୁଡ଼ା ମାରିବାକୁ ଲକ୍ଷ୍ୟ ରହିଛି। କଲିଂ ଅପରେସନ୍ ସହ ସାନିଟେସନ୍ ଉପରେ ମଧ୍ୟ ବିଶେଷ ଗୁରୁତ୍ବ ଦେଉଛି ବିଭାଗ।...

author-image
Sujit kumar Swain

Chickens Dead
Advertisment
Advertisment