Subhamitra
Advertisment
କେନ୍ଦୁଝର ଘଟଗାଁ ନିକଟରୁ ଜଣେ ମହିଳାଙ୍କ ମୃତଦେହ ଠାବ ହୋଇଛି। ଯାହାକି ରାଜଧାନୀରୁ ନିଖୋଜ ମହିଳା ଟ୍ରାଫିକ୍ କନଷ୍ଟେବଲ ଶୁଭମିତ୍ରା ସାହୁ ବୋଲି ସନ୍ଦେହ କରାଯାଉଛି। ତେବେ ଏ ନେଇ ପୋଲିସ୍ ପକ୍ଷରୁ ସ୍ପଷ୍ଟ ସୂଚନା ଦିଆଯାଇନାହିଁ। ପୋଲିସ, ସାଇଣ୍ଟିଫିକ୍ ଟିମ୍ ସହ ମୃତଦେହକୁ ଉଦ୍ଧାର କରି ଚିହ୍ନଟ ପ୍ରକ୍ରିୟା ଜାରି ରଖିଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us