ମୋହନଙ୍କ ବ୍ଲୁ ପ୍ରିଣ୍ଟ୍
ରୋଡ୍ କନେକ୍ଟିଭିଟିରେ ନମ୍ବର ୱାନ୍ ହେବ ଓଡ଼ିଶା । ପ୍ରଶସ୍ତ ହେବ ଭୁବନେଶ୍ୱର-ପୁରୀ, ମେରାଇନ୍ ଡ୍ରାଇଭ୍ ଓ ପୁରୀ-ସାତପଡ଼ା ରୋଡ୍ । ଖୁବଶୀଘ୍ର ଆରମ୍ଭ ହେବ ଉପକୂଳ ରାଜପଥ କାମ । ରାଜ୍ୟ ପାଇଁ ଏମିତି କିଛି କିଛି ବଡ଼ ବଡ଼ ପ୍ରକଳ୍ପ ନେଇ ଆସୁଛନ୍ତି କେନ୍ଦ୍ର ସଡ଼କ ପରିବହନ ମନ୍ତ୍ରୀ ନୀତୀନ ଗଡକରୀ । ଆସନ୍ତାକାଲି ୪ ହଜାର କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଭିତ୍ତିପ୍ରସ୍ତର ସହ ଶିଳାନ୍ୟାସ କାର୍ଯ୍ୟକ୍ରମ । ଯାହା ଭିତରେ ରହିଛି ୨୯ ଶହ ୫ କୋଟି ଟଙ୍କାର ୧୩ଟି ଜାତୀୟ ରାଜପଥ ପ୍ରକଳ୍ପର ଶିଳାନ୍ୟାସ । ୪୨୭ କୋଟି ଟଙ୍କାର ୪ CRIF ବ୍ରିଜର ଭିତ୍ତିପ୍ରସ୍ତର ସ୍ଥାପନ । ୮୪୧ କୋଟି ଟଙ୍କାରେ ୪୪ କିମି ବିଶିଷ୍ଟ ୨ଟି ଜାତୀୟ ରାଜପଥର ଉଦଘାଟନ କରିବେ ଗଡକରୀ ।
Advertisment
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)